ଭାରତରେ ପ୍ରବେଶ କରିଛି ମକ୍ସିପକ୍ସ ଭୂତାଣୁ। ଜଣେ ଯୁବକ ଏହି ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଯୁବକ ଜଣଙ୍କ ମକ୍ସିପକ୍ସ ଚିହ୍ନଟ ହୋଇଥିବା ପଶ୍ଚିମ ଆଫ୍ରିକା ଦେଶରୁ ଆସିଥିଲେ। ସେ ମକ୍ସିପକ୍ସରେ ଆକ୍ରାନ୍ତ ଥିବା ପୂର୍ବରୁ ସନ୍ଦେହ କରାଯାଉଥିଲା। ତାଙ୍କୁ ଏକାନ୍ତବାସରେ ରଖାଯିବା ସହ ତାଙ୍କ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ଏବେ ତାଙ୍କ ରିପୋର୍ଟ ପିଜିଟିଭ ଆସିଛି। ଏବେ ତାଙ୍କ ଅବସ୍ଥା ସ୍ଥିର ରହିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଘୋଷଣା କରିଥିବା ମାରାତ୍ମାକ କ୍ଲେଡ ୧ରେ ଯୁବକ ଜଣଙ୍କ ଆକ୍ରାନ୍ତ ହୋଇନାହାନ୍ତି। ସେ କ୍ଲେଡ ୨ ଜନିତ ମଙ୍କିପକ୍ସ ଷ୍ଟ୍ରେନରେ ସଂକ୍ରମିତ ହୋଇଛନ୍ତି।
Related Articles
Check Also
Close
-
ହାୱଡାରେ ଟ୍ରେନ୍ ଦୁର୍ଘଟଣାNovember 9, 2024