ସାରା ରାଜ୍ୟ ଦୁର୍ଗା ପୂଜା ଲାଗି ଉତ୍ସବମୁଖର। ଏହି ସମୟରେ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରିଛନ୍ତି। ରାଜଧାନୀ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ସବୁ ପୂଜା ପେଣ୍ଡାଲର ଭଡ଼ା ଛାଡ଼ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବାବ ପରେ ଏହି ଘୋଷଣା କରାଯାଇଛି।
Related Articles
Check Also
Close
-
ପାକିସ୍ତାନରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଜୋର୍ଦାର ସ୍ବାଗତOctober 16, 2024




