ରାଜନୀତିଶୀର୍ଷ ଖବର
Trending

ତୃତୀୟ ପର୍ଯ୍ୟାୟର ମିଳିବ ସୁଭଦ୍ରା ଟଙ୍କା।

ରାଜ୍ୟରେ ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏଥି ସହିତ ଏଥର ବାଦ୍‌ ପଡ଼ିଥିବା ସବୁ ଅଙ୍ଗନବାଡ଼ି କର୍ମୀଙ୍କୁ ତୃତୀୟ ପର୍ଯ୍ୟାୟରେ ମିଳିବ ସୁଭଦ୍ରା ଟଙ୍କା। କୌଣସି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡ଼ିବେନି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି।

ବୁଧବାର ଗଣମାଧ୍ୟମକୁ  ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନର ରି-ଚେକ୍‌ ହେବ। ଦରକାର ପଡ଼ିଲେ ବାରମ୍ବାର ଚେକ ହେବ। କେହି ଏହି ଯୋଜନାରୁ ବଞ୍ଚିତ ହେବେ ନାହିଁ। ଏଥିପାଇଁ ୧ ତାରିଖରେ ନୋଡାଲ ଏଜେନ୍ସି ନିଯୁକ୍ତ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!