ପଶ୍ଚିମବଙ୍ଗରେ ଟ୍ରେନ୍ ଦୁର୍ଘଟଣା । ହାୱଡା ନାଲପୁର ନିକଟରେ ସାଲିମାର ସୁପରଫାଷ୍ଟ ଟ୍ରେନ ଲାଇନଚ୍ୟୁତ ହୋଇଛି । ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନ ନମ୍ବର ହେଉଛି ୨୨୮୫୦ । ଆଜି ଭୋର ୫ଟା ୪୫ ମିନିଟରେ ଟ୍ରେନଟି ଲାଇନଚ୍ୟୁତ ହୋଇଥିବା ସୂଚନା ରହିଛି । ତେବେ ଏଥିରେ କେହି ମୃତାହତ ହୋଇନଥିବା ଜଣାପଡିଛି । ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର ଓ ମରାମତି କାର୍ଯ୍ୟ କରୁଛି ରେଳ ବିଭାଗ।
Related Articles
‘ଦାନା” ରେ ଜୀବଦାନ ପାଇଲେ ୧୬୦୦ ନବଜାତକ ଶିଶୁ !
October 25, 2024
ମହାପଞ୍ଚୁକ ବ୍ରତ ପାଇଁ ଶ୍ରୀକ୍ଷେତ୍ରରେ ପ୍ରସ୍ତୁତି !
November 11, 2024
ସୁସ୍ଥ ଅଛନ୍ତି ସୁନିତା ୱିଲିୟମ୍ସ
November 10, 2024
ଶପଥ ନେଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ସଞ୍ଜୀବ ଖାନ୍ନା
November 11, 2024
Check Also
Close
-
ବାତ୍ୟା ର ସଫଳ ମୁକାବିଲା ..! ଜିରୋ କାଜୁଆଲିଟି ମିଶନ ସଫଳ IOctober 25, 2024