ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନଜାତି ଗୌରବ ଦିବସକୁ କରିବେ ଉଦଘାଟନ । ଏହି ଅବସରରେ ସ୍ୱାଧିନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜନ୍ମତିଥି ପାଳନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମ ୧୫ରୁ ଆରମ୍ଭ ହୋଇ ବର୍ଷବ୍ୟାପୀ ଚାଲିବ । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ ରବି ନାୟକ ।
Related Articles
ପୁରୀ କୁ ପର୍ଯ୍ୟଟକଙ୍କୁ ମନା ! ରାଜସ୍ବମନ୍ତ୍ରୀ .
October 22, 2024
Check Also
Close
-
ଓଡ଼ିଶାକୁ ଜଳଶକ୍ତି ପୁରସ୍କାରOctober 15, 2024



