ଶୀର୍ଷ ଖବରଶ୍ରୀକ୍ଷେତ୍ରସଂସ୍କୃତି
Trending

ଆଜିଠୁ ପଞ୍ଚକ ଶ୍ରୀକ୍ଷେତ୍ର ରେ ଶ୍ରଦ୍ଧାଳୁ ଭିଡ !

କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ । ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ୱିକ ଖାଦ୍ୟ ଭୋଜନ କରନ୍ତି । ଏହି ପଞ୍ଚକରେ ବକମାନେ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହନ୍ତି ବୋଲି କଥିତ ଅଛି । ତେଣୁ ଏହାକୁ ‘ବକ ପଞ୍ଚକ’ କୁହାଯାଏ ।

 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!