ଓଡିଶାବିଶେଷରାଜନୀତିରାଜ୍ୟଶୀର୍ଷ ଖବରସଂସ୍କୃତି
Trending

ନିଜ ଗାଁ ରେ ବାଜା ବଜାଇ ପାଳିଲେ ଦୀପାବଳି ମୁଖ୍ୟମନ୍ତ୍ରୀ I

କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଦିନରେ  ନିଜ ଗାଁ ରାଇକଳାରେ କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀ ପୂଜା ଓ ଦୀପାବଳି ଉତ୍ସବ ଏବଂ ଏହାକୁ ସେ ନିଜ ଗାଁରେ ପାଳନ କରିଛନ୍ତି।  ପ୍ରଥମେ ସେ ନିଜ ଗାଁ ମୁଣ୍ଡ ପଡ଼ିଆରେ ଗୋଠାଣି ପୂଜାରେ ଯୋଗ ଦେବାପରେ ନିଜ ପରିବାର ଓ ଆତ୍ମୀୟ ସ୍ୱଜନଙ୍କ ସହିତ ଦୀପାବଳି ପାଳନ କରିଛନ୍ତି। କାଳୀପୂଜାରେ ଘରେ ପୂଜା କରିବା ସହ, ଗାଁରେ ଲୋକଙ୍କ ସହିତ ନିଜକୁ ଏଥିରେ ସାମିଲ୍ କରିଥିଲେ ମୁଖ୍ୟମନ୍ତ୍ରୀ ।

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!