ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରିଛନ୍ତି। ୨୩୦୦ ଟଙ୍କାର ଏମଏସପି ସହ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରାଯାଇଛି। ଯେଉଁ ଚାଷୀମାନେ ଡିସେମ୍ବର ୬ ତାରିଖ ସୁଦ୍ଧା ଧାନ ବିକ୍ରି କରିଛନ୍ତି, ସେମାନଙ୍କୁ ଏହି ଟଙ୍କା ମିଳିଛି।
Related Articles
Check Also
Close
-
୨୩ ତାରିଖ ଯାଏଁ ରତ୍ନଭଣ୍ଡାର ଯାଞ୍ଚ ଜାରି ରହିବ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନSeptember 21, 2024