5T
କୋରାପୁଟ ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି.
କୋରାପୁଟ ଜିଲ୍ଲାର ପଞ୍ଚାୟତ ସମିତି, କୋଟପାଡ଼ ଠାରେ ଆଜି ‘ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର’ ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ କୋରାପୁଟ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକଙ୍କ ସହିତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଶୁଣାଣି କରିଥିଲେ।
#CMO Odisha
#Information & Public Relations #
Department, Government of Odisha
