କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଦିନରେ ନିଜ ଗାଁ ରାଇକଳାରେ କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀ ପୂଜା ଓ ଦୀପାବଳି ଉତ୍ସବ ଏବଂ ଏହାକୁ ସେ ନିଜ ଗାଁରେ ପାଳନ କରିଛନ୍ତି। ପ୍ରଥମେ ସେ ନିଜ ଗାଁ ମୁଣ୍ଡ ପଡ଼ିଆରେ ଗୋଠାଣି ପୂଜାରେ ଯୋଗ ଦେବାପରେ ନିଜ ପରିବାର ଓ ଆତ୍ମୀୟ ସ୍ୱଜନଙ୍କ ସହିତ ଦୀପାବଳି ପାଳନ କରିଛନ୍ତି। କାଳୀପୂଜାରେ ଘରେ ପୂଜା କରିବା ସହ, ଗାଁରେ ଲୋକଙ୍କ ସହିତ ନିଜକୁ ଏଥିରେ ସାମିଲ୍ କରିଥିଲେ ମୁଖ୍ୟମନ୍ତ୍ରୀ ।
Related Articles
ନିଲାମ ହେବ ମହାପ୍ରଭୁଙ୍କ ଅର୍ପଣ ଚାଉଳ
October 1, 2024
ଉମରକୋଟ Uv-52 ରେ ଧୁମ ଧାମ ରେ ପାଳିତ ହେଉଛି ମହl କାଳିପୂଜା I
November 1, 2024
Check Also
Close
-
ରାଜ୍ୟ ରେ ଧୀରେ ଧୀରେ ଖସୁଛି ପାରଦ ! କୋରାପୁଟ ଲମତାପୁଟ ରେ ଶୀତ ଲହରୀNovember 4, 2024

