ଶୀତ ପୁଣି ଫେରିବ। ରାଜ୍ୟରେ ତାପମାତ୍ରା କମିବ। ଶନିବାରଠାରୁ ରାତି ତାପମାତ୍ରା ୨ରୁ ୪ ଡିଗ୍ରି ହ୍ରାସ ପାଇବା ସହିତ ଥଣ୍ଡା ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୯ ତାରିଖରୁ ତାପମାତ୍ରା କମିବା ସହିତ ଥଣ୍ଡା ପୁଣି ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।
Related Articles
Check Also
Close
-
‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କାSeptember 15, 2024