ଆଲ୍ଲାହାବାଦ ହାଇକୋର୍ଟ କହିଛନ୍ତି, ଯଦି ଜଣେ ପୁରୁଷ ଏବଂ ଜଣେ ମହିଳା ଦୀର୍ଘ ସମୟ ଧରି ପ୍ରେମ ସମ୍ପର୍କରେ ଥାଆନ୍ତି ଏବଂ ସହମତିରେ ଶାରୀରିକ ସମ୍ପର୍କ ରଖନ୍ତି, ତେବେ ଏହାକୁ ଦୁଷ୍କର୍ମ ବୋଲି ବିବେଚନା କରାଯାଇପାରିବ ନାହିଁ...